ମହିଳାଙ୍କୁ ଦଳିଦେଲା ଦନ୍ତା

0
21

Маврикий купить кокаин, амф бошка меф и ск ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଲୋଧଣି ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ନିରୋପମା ବିଶ୍ୱାଳ। ସୋମବାର ସକାଳେ ନିରୋପମା ମର୍ଣ୍ଣିଂ ଓ୍ୱାକ୍‌ରେ ଯାଇଥିବା ବେଳେ ଦନ୍ତା ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିଲା। ଦନ୍ତାଟି ଗୋଠ ଛଡ଼ା ହୋଇ ସ୍ଥାନୀୟ ଅଞ୍ଚଳରେ ଉତ୍ପାତ କରୁଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଛନ୍ତି।